ନଭେମ୍ବରରେ ଲଘୁଚାପ; ୧୬ ତାରିଖ ବେଳକୁ ପ୍ରବଳ ବର୍ଷା

ଭୁବନେଶ୍ୱର ୯/୧୧/୨୩: ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୫ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ସୂଚନା ଦେଇଛି। ମିଳିଥିବା ପ୍ରାରମ୍ଭିକ ସୂଚନା ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ଉତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଥିବା ବେଳେ ଏହା ଦିଗ ପରିବର୍ତ୍ତନ କରି … Continue reading ନଭେମ୍ବରରେ ଲଘୁଚାପ; ୧୬ ତାରିଖ ବେଳକୁ ପ୍ରବଳ ବର୍ଷା