oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

କାଠଯୋଡ଼ି ନଦୀକୁ ଗାଧୋଇବାକୁ ଯାଇ ଯୁବକ ନିଖୋଜ, ମିଳୁନି ପତ୍ତା

11/08/2022 at 4:21 PM

କଟକ ୧୦/୦୯: କଟକରେ ଅଭାବନୀୟ ଘଟଣା । କାଠଯୋଡ଼ି ନଦୀରେ ଜଣେ ଯୁବକ ଭାସିଯାଇଥିବା ଜଣାପଡ଼ିଛି । କଟକ କାଜିପାଟଣା ଅନ୍ତର୍ଗତ କାଠଯୋଡ଼ି ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ କୌଣସି କାରଣରୁ ସେ ନଦୀରେ ଭାସି ଯାଇଛନ୍ତି । ତେବେ ନିଖୋଜ ହୋଇଥିବା ଯୁବକଙ୍କ ପରିଚୟ ଜଣାପଡ଼ିଥିବା ବେଳେ ତାଙ୍କ ନାମ ପିଣ୍ଟୁ ସାମଲ ।ମାମୁଁ ଘରକୁ ଆସି ନଦୀରେ ଗାଧୋଇବା ଵେଳେ ଏପରି ଘଟିଛି। ତାଙ୍କୁ ଉଦ୍ଧାର କରାଯିବା ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

   Related Posts