ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ଭଦ୍ରକରେ ପୋଲ ତଳକୁ ଓଲଟିଲା ଟ୍ରକ୍, ୩ଜଣ ଗୁରୁତର

31/01/2023 at 9:54 AM

ଭଦ୍ରକ ୩୧/୦୧: ଭଦ୍ରକ ଗେଲପୁର ନିକଟରେ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟ୍ରକ୍ । ଏହି ଦୁର୍ଘଟଣାରେ ୨ଜଣ ଗୁରୁତର ଭାବେ ଆହତ ହୋଇଥିବା ବେଳେ ଜଣଙ୍କୁ ସାମାନ୍ୟ ଆହତ ଲାଗିଛି । ସମସ୍ତ ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଆନୁଯାୟୀ, ଏକ ଚିପ୍ସ ବୋଝେଇ ଟ୍ରକ୍ ଚଣ୍ଡିଖୋଲରୁ ଭଦ୍ରକ ଅଭିମୁଖେ ଦ୍ରୁତ ଗତିରେ ଆସୁଥିଲେ । ୧୬ ନମ୍ବର ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ଟ୍ରକ୍‌ଟି ନିୟନ୍ତ୍ରଣ ହରାଇ ପୋଲ ତଳକୁ ଖସିପଡ଼ିଥିଲା । ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର, ହେଲ୍‌ପର ଓ ଅନ୍ୟଜଣେ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକ ୩ଜଣଙ୍କୁ ଉଦ୍ଧାର କରି ଭଦ୍ରକ ମୁଖ୍ୟ ଚିକିତ୍ସାଳ ଭର୍ତ୍ତି କରିଛନ୍ତି ।

 ଆହତ ହୋଇଥିବା ଜଣାପଡ଼ିଛି ।  

   Related Posts