Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାଧିନତା ଦିବସ ଉତ୍ସବରେ ସାମିଲ ହେଲା ଗୁଗଲ, ଡୁଡଲ ମାଧ୍ୟମରେ ଜଣାଇଲା ଶୁଭେଚ୍ଛା
  • ||
  • ଭୂମିକମ୍ପରେ ଥରିଲା ହିମାଚଳ ପ୍ରଦେଶ, ରିକ୍ଟର ସ୍କେଲରେ ତୀବ୍ରତା ୨.୫
  • ||
  • ଅବପାତର ରୂପ ନେଲା ଲଘୁଚାପ, ସୋମବାରଠୁ କମିବ ବର୍ଷା
  • ||
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

ଦଶପଲ୍ଲାରେ ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ : ଭାରସାମ୍ୟ ହରାଇ ପଛକୁ ପଛ ପିଟିହେଲା ୩ଟି ବରଯାତ୍ରୀ ଗାଡି, ୬ଗୁରୁତର, ୪ଆହତ

8/07/2019 at 9:22 AM

ନୟାଗଡ ୮/୭: ନୟାଗଡରେ ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ । ଭାରସାମ୍ୟ ହରାଇ ୩ଟି ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି ।  ପଛକୁ ପଛ ପିଟି ହୋଇଛି ୩ଟି ବରଯାତ୍ରୀ ଗାଡି । ଦଶପଲ୍ଲା କାଳିଆପଡା ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଗୁରୁତରଙ୍କୁ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି ।  ଏମାନେ କଣ୍ଟିଲୋରୁ ବାହାଘର ସାରି ଦଶପଲ୍ଲା ଫେରୁଥିଲେ । ଫେରିବା ବାଟରେ ଏହି ଦୁର୍ଘଟଣା ଘଟିଛି

   Related Posts