suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ

26/03/2023 at 8:39 PM

କାଲିମେଳା: ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ପୋତାଖାଲ କଲୋନୀ ନିକଟରେ ୩୨୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି।  କାର ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ  ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମଟର ସାଇକେଲ ଆରୋହୀ  ଲାଛା ମାଢୀ ଓ ଗଙ୍ଗା କବାସୀ। ଉଭୟ କାଲିମେଳା ଥାନା ଅଧିନ ଏରାଗୋଣ୍ଡା  ଗ୍ରାମର ଅଟନ୍ତି।

   Related Posts