oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ରାଜପଥ ଉପରେ ବାଇକକୁ ଧକ୍କା ଦେଇ ଓଲଟି ପଡ଼ିଲା ଅଟୋ, ୩ ଗୁରୁତର

19/02/2021 at 7:23 PM

ପାଟଣା, ୧୯/୦୨: କେନ୍ଦୁଝର ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥ ଚେମେଣା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଶୁକ୍ରବାର ଅପରାହ୍ନ ସମୟରେ ଗୋଟିଏ ବାଇକ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକା ହେବା ଫଳରେ ଅଟୋଟି ରାସ୍ତା ଉପରେ ଓଲଟି ପଡ଼ିଛି ।

ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ୧୦୮ ସହାୟତାରେ ଜିଲ୍ଲା ମୁଖ୍ୟ ଚକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ତେବେ ଗୁରୁତର  ବାଇକ ଆରୋହି ନିହ୍ନୁଆଁ ଗ୍ରାମର ଦେବାନନ୍ଦ ସିଂ(୨୫), ହୋଇଥିବା ବେଳେ ଅନ୍ୟ ଦୁଇଜଣ ହେଉଛନ୍ତି ଅଟୋ ଚାଳକ ସନ୍ଦୀପ କୁମାର ନାଏକ (୨୨) ଏବଂ  ତାଙ୍କ ସହ ଯାଉଥିବା କଇଣ୍ଡା ଗ୍ରାମର ମହିଳା ଲୀଳାବତୀ ସାହୁ (୬୦) । ସମସ୍ତଙ୍କ ମୁଣ୍ଡରେ ଗଭୀର ଆଘାତ ହୋଇଥିବା ବେଳେ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣା ପଡ଼ିଛି । ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଦୁଇ ଗାଡ଼ିକୁ ଜବତ କରିଛି ଏବଂ ଏନେଇ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

   Related Posts