Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ପୁଣେ-ନାସିକ୍ ହାଇଓ୍ବେରେ ମର୍ମନ୍ତୁଦ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଭ୍ୟାନ, ୩ମୃତ, ୧୪ ଆହତ

14/02/2023 at 8:40 AM

ମୁମ୍ବାଇ: ପୁଣେ-ନାସିକ୍ ହାଇଓ୍ବେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୧୭ଜଣ ମହିଳାଙ୍କ ଉପରେ ମାଡ଼ିଗଲା ଭ୍ୟାନ । ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ଜଣ ଗମ୍ଭୀର ଭାବେ ଆହତ ହୋଇଛନ୍ତି ।

ମହାରାଷ୍ଟ୍ରର ପୁଣେ-ନାସିକ୍ ଜାତୀୟ ରାଜପଥରେ ଏହି ଭୟଙ୍କର ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଦ୍ରୁତଗତି ଆସୁଥିବା ଏକ ଭ୍ୟାନ୍ ମହିଳାଙ୍କ ଉପରେ ମାଡ଼ି ଯାଇଥିଲା । ଫଳରେ ୧୭ଜଣ ମହିଳାଙ୍କ ମଧ୍ୟରୁ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts