ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ପୂର୍ବ ଶତୃତାରୁ ମରଣାନ୍ତରକ ଆକ୍ରମଣ; ଅଭିଯୁକ୍ତ ଗିରଫ

4/02/2023 at 10:03 PM

ବାରଙ୍ଗ ୦୪/୦୨: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କାଠ ଫାଳିଆରେ ମରଣାନ୍ତକ ଆକ୍ରମଣ। ଏଥିରେ ଜଣେ ଗୁରୁତର ହୋଇଥିବାବେଳେ ଅଭିଯୁକ୍ତ ଗିରଫ। ଖବର ଅନୁସାରେ, ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଣ୍ଡା ପାର୍କ ବସ୍ତିରେ ପୂର୍ବ ଶତ୍ରୁତାକୁ ନେଇ ଅଭିଯୁକ୍ତ ହଟିଆ ନାୟକ ସେହି ଅଞ୍ଚଳର କାର୍ତ୍ତିକ ପଲେଇଙ୍କୁ ଆକ୍ରମଣ କରିଥିଲେ। ଏଥିରେ କାର୍ତ୍ତିକଙ୍କ ମୁଣ୍ଡ ଫାଟି ପ୍ରଚୁର ରକ୍ତ ଶ୍ରାବ ହୋଇଥିଲା। ଏହାଜାଣି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତ ବ୍ୟକ୍ତିକୁ ମେଡିକାଲ ପଠାଇଥିଲା। ପରେ ଅଭିଯୁକ୍ତ ହଟିଆକୁ ଏକ ସ୍ୱତନ୍ତ୍ର ଟିମ୍ ଗିରଫ କରି କୋର୍ଟ ଚାଲାଣ କରିଛି।

   Related Posts