oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ପୁରୀରେ ମାଆକୁ ହତ୍ୟା ସହ ପରିବାରର ତିନିଜଣଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ଅଭିଯୁକ୍ତ ଗିରଫ

16/03/2022 at 8:20 PM

ପୁରୀ, ୧୬/୦୩: ପୁରୀରେ ମାଆକୁ ହତ୍ୟା ସହ ପରିବାରର ତିନିଜଣଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଅଭିଯୁକ୍ତ ସୁବ୍ରତ କୁମାର ଦିକ୍ଷୀତକୁ ଗିରଫ କଲା ପୁରୀ ମେରାଇନ ଥାନା ପୋଲିସ । ହତ୍ୟା କାଣ୍ଡରେ ବ୍ୟବହୃତ କଟୁରୀ ମଧ୍ୟ ଜବତ କରିଛି ପୋଲିସ୍‌ । ଆଜି ସକାଳେ କରଜ ଟଙ୍କାକୁ କେନ୍ଦ୍ରକରି ପୁରୀ ବାଲିଘାଟ ସୁଭଦ୍ରା ନଗରରେ ଅଭିଯୁକ୍ତ ସୁବ୍ରତ ନିଜ ମାଆକୁ କଟୁରୀରେ ହାଣି ହତ୍ୟା କରିବା ସହ ବାପା, ନିଜ ପତ୍ନୀ ଓ ସାନଭାଇକୁ ମରଣାନ୍ତକ ଆକ୍ରମଣ କରିଥିଲା। ପ୍ରେସ ବିବୃତିରେ ପୁରୀ ପୋଲିସ ଏନେଇ ସୂଚନା ଦେଇଛି।

   Related Posts