ପୁଣି ରାଜଧାନୀରେ ଆତ୍ମହତ୍ୟା; ହାଉସିଂବୋର୍ଡ କଲୋନିରୁ ଯୁବକଙ୍କ ମୃତଦେହ ଉଦ୍ଧାର
9/09/2022 at 4:15 PM

ଭୁବନେଶ୍ୱର ୦୯/୦୯: ରାଜଧାନୀରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀ ହାଉସିଂ ବୋର୍ଡ କଲୋନୀରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ଅଶୋକ କୁମାର ପ୍ରଧାନ(୩୩) ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ଯୁବକ ଜଣକ ଅନେକ ସମୟରେ ଗଞ୍ଜେଇ ଓ ଡ୍ରଗ୍ସ ସେବନ କରୁଥିଲେ। ସେ ଜଣେ ଡ୍ରାଇଭର ଭାବେ କାମ କରନ୍ତି। ବାହାରୁ ଡ୍ରଗ୍ସ ସେବନ କରି ଘରକୁ ଫେରୁଥିଲେ। ତାଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ଏନେଇ ପୋଲିସ ତଦନ୍ତ ଚଳାଇଛି।
Related Posts
ପୂର୍ବ ଶତୃତାରୁ ମରଣାନ୍ତରକ ଆକ୍ରମଣ; ଅଭିଯୁକ୍ତ ଗିରଫ
4 February 2023
ବାଘ ମଣିଷ ମୁହାଁମୁହିଁ : ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି
4 February 2023