AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ଜମିବାଡି ବିବାଦକୁ ନେଇ ଜଟଣୀ କନ୍ତିଆରେ ଫୁଟିଲା ବୋମା, ବ୍ୟବସାୟୀ ଗୁରୁତର
  • ||
  • କ୍ରାଇମବ୍ରାଞ୍ଚ ଖୋଲୁଛି ଗୋପାଳ ଗୁମର, ୪ ଦିନିଆ ରିମାଣ୍ଡରେ ଚାଲିଛି ମାରାଥନ ଜେରା
  • ||
  • ପାରାଦ୍ୱୀପ: ବାଇକ୍‌ ଓ କାର୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ୬ ଆହତ
  • ||
  • କରଞ୍ଜିଆ: ଥରୁଛି ଶିମିଳିପାଳ, ଉପର ବାର୍‌ହା କାମୁଡ଼ାରେ ତାପମାତ୍ରା ସର୍ବନିମ୍ନ ୪ଡିଗ୍ରୀ
  • ||

ପୁଣି ରାଜଧାନୀରେ ଆତ୍ମହତ୍ୟା; ହାଉସିଂବୋର୍ଡ କଲୋନିରୁ ଯୁବକଙ୍କ ମୃତଦେହ ଉଦ୍ଧାର

9/09/2022 at 4:15 PM

ଭୁବନେଶ୍ୱର ୦୯/୦୯: ରାଜଧାନୀରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀ ହାଉସିଂ ବୋର୍ଡ କଲୋନୀରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ଅଶୋକ କୁମାର ପ୍ରଧାନ‌(୩୩) ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ଯୁବକ ଜଣକ ଅନେକ ସମୟରେ ଗଞ୍ଜେଇ ଓ ଡ୍ରଗ୍ସ ସେବନ କରୁଥିଲେ। ସେ ଜଣେ ଡ୍ରାଇଭର ଭାବେ କାମ କରନ୍ତି। ବାହାରୁ ଡ୍ରଗ୍ସ ସେବନ କରି ଘରକୁ ଫେରୁଥିଲେ। ତାଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ଏନେଇ ପୋଲିସ ତଦନ୍ତ ଚଳାଇଛି।

   Related Posts