AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଗୁଲମର୍ଗ ସ୍କିଂ ରିସର୍ଟରେ ହିମସ୍ଖଳନ, ଫସିଲେ ଅନେକ ବିଦେଶୀ ଟୁରିଷ୍ଟ
  • ||
  • ନବ ଦାସ ହତ୍ୟା ମାମଲା, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଜେ.ପି ଦାସ କରିବେ ତଦନ୍ତର ତଦାରଖ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଟ୍ୱିନସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ବଜେଟ୍: ସୁନା-ରୁପା, ସିଗାରେଟ୍ ମହଙ୍ଗା, ଶସ୍ତା ହେଲା ଟିଭି ଉପକରଣ ଓ ସାଇକେଲ୍, ଖେଳନା
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ଢେଙ୍କାନାଳ: ରାସ୍ତାରେ ଓଲଟିପଡ଼ିଲା ଯାତ୍ରୀବାହୀ ଅଟୋ, ୯ ଆହତ
  • ||

ବନ୍ୟାରୁ ତ୍ରାହି ନମିଳୁଣୁ ପୁଣି ବର୍ଷା, ଚିନ୍ତାରେ ତଳିଆ ଅଞ୍ଚଳ ଲୋକେ

24/08/2022 at 9:41 AM

ଭଦ୍ରକ ୨୪।୮: ବନ୍ୟାରୁ ତ୍ରାହି ନମିଳୁଣୁ ପୁଣି ଆରମ୍ଭ ହେଲାଣି ବର୍ଷା । ଭଦ୍ରକ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରୁ ବର୍ଷା ଲାଗି ରହିଛି । ଲଘୁଚାପ ଓ ଉପର ମୁଣ୍ଡରେ ବର୍ଷା ଯୋଗୁଁ ଦୁଇ ଦୁଇ ଥର ବନ୍ୟାର ସମ୍ମୁଖୀନ ହେଲେଣି ଭଦ୍ରକ ଜିଲ୍ଲାର ୪ ବ୍ଲକ୍ ବାସିନ୍ଦା ।

ତେବେ ଗତ ବନ୍ୟାର ପାଣି ଏପର୍ଯ୍ୟନ୍ତ ନଛାଡିଥିବା ବେଳେ ପୁଣି ଲଗାଣ ବର୍ଷା ତଳିଆ ଅଞ୍ଚଳର ଲୋକଙ୍କ ନିଦ ହଜାଇ ଦେଇଛି । ଅନେକ ଗାଁ ଏବେ ମଧ୍ୟ ଜଳ ଘେରରେ ଥିବା ବେଳେ ପୁଣି ବର୍ଷା ସମସ୍ୟା ସୃଷ୍ଟି କରୁଛି । ତେବେ ବନ୍ୟା ଏବଂ ଲଘୁଚାପ ବର୍ଷା ଚାଷୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି ।

   Related Posts