Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଘର

11/03/2023 at 7:17 AM

ବ୍ରହ୍ମପୁର ୧୧।୦୩ : ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ବ୍ଲକ ଚାମୁଣ୍ଡା ଗାଁରେ ଭୟାବହ ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ୪ ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ଖବର ଅନୁଯାୟୀ,  ଚାମୁଣ୍ଡା ଗାଁର ବୁଲୁ ଗୌଡ, ତ୍ରିନାଥ ବେହେରା, କାହ୍ନୁ ଜେନା ଏବଂ ଧୋବା ଜେନାଙ୍କ ଘରେ ନିଆଁ ଲାଗିଯାଇଥିଲା । ଯାହାଫଳରେ ଚାରି ପରିବାରଙ୍କ ଘର ପୋଡି ଛାରଖାର୍‌ ହୋଇଯାଇଛି । ଏପିରିକି ଉତ୍ପାଦିତ ହୋଇଥିବା ଧାନ, ମୁଗ ସହ ଅନ୍ୟାନ୍ୟ ଶସ୍ୟ ମଧ୍ୟ ପୋଡି ନଷ୍ଟ ହୋଇଯାଇଛି ।

ସେପଟେ ନିଆଁ ଲାଗିଥିବା ନେଇ ସ୍ଥାନୀୟ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ସବୁ କିଛି ଜଳିପୋଡି ପାଉଁଶ ହୋଇଯାଇଥିଲା । ତେବେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଥିବା କହିଛନ୍ତି ଅଗ୍ନିଶମ ବିଭାଗ କର୍ମଚାରୀ ।

   Related Posts