vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ବାଇକ ଶୋରୁମରେ ଅଗ୍ନିକାଣ୍ଡ; ଇଲେକ୍ଟ୍ରି ଗାଡ଼ି ଚାର୍ଜ ହେବା ସମୟରେ ଫାଟିଲା ବ୍ୟାଟେରି

28/05/2022 at 11:09 PM

ଯାଜପୁର ୨୮/୦୫ : ଚାର୍ଜ ହେବା ସମୟରେ ଫାଟିଲା ବାଇକ ବ୍ୟାଟେରୀ। ଯାଜପୁର ଲଳିତେଶ୍ବରନଗରର ଏକ  ଇଲେକ୍ଟ୍ରିକ ବାଇକ ଶୋ ରୁମରେ ଏପରି ଅଘଟଣ ଘଟିଛି। ଗାଡି ବ୍ୟାଟେରୀ ଚାର୍ଜ ହେଉଥିବା ସମୟରେ ହଠାତ ଏକ ବ୍ୟାଟେରୀ ବିସ୍ଫୋରଣ ହୋଇଥିଲା।

ଫଳରେ ନିଆଁ ପୁରା ଶୋରୁମକୁ ବ୍ୟାପି ଯାଇଥିଲା। ଏଥିରେ ମୋଟ ୩ଟି ବାଇକ ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ  ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ନିଆଁ ଲିଭାଇବାକୁ ଯାଇ ଶୋରୁମ୍‌ର ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଆହତ କର୍ମଚାରୀ ହେଉଛନ୍ତି ତପୁନା ସାହୁ। ତାଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

   Related Posts