AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ନବକଳେବର ରୋଡରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କାଠ ନଷ୍ଟ

15/12/2022 at 8:11 AM

ପୁରୀ ୧୫/୧୨: ପୁରୀ ନବକଳେବର ରୋଡରେ ଭୟାବହ ଅଗ୍ନିକାଣ୍ଡ । କାଠ ଗୋଦାମରେ ଲାଗିଲା ନିଆଁ । ଲକ୍ଷାଧିକ ଟଙ୍କାର କାଠ ପୋଡି ନଷ୍ଟ ।

ତେବେ ଅଗ୍ନିକାଣ୍ଡର କାରଣ କଣ ଅସ୍ପଷ୍ଟ ରହିଛି । ପାଖରେ ଜନବସତି ଓ ମେଡିକାଲ କ୍ଲିନିକ୍ ଥିବାରୁ ଭୟରେ ସ୍ଥାନୀୟ ବାସିନ୍ଦା । ଖବର ପାଇ ଘଟଣା ସ୍ଥଳରେ ଦମକଳ ବାହିନୀ ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିବା ପାଇଁ ଚଳାଇଛି ଉଦ୍ୟମ ।

   Related Posts