ନବକଳେବର ରୋଡରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କାଠ ନଷ୍ଟ
15/12/2022 at 8:11 AM

ପୁରୀ ୧୫/୧୨: ପୁରୀ ନବକଳେବର ରୋଡରେ ଭୟାବହ ଅଗ୍ନିକାଣ୍ଡ । କାଠ ଗୋଦାମରେ ଲାଗିଲା ନିଆଁ । ଲକ୍ଷାଧିକ ଟଙ୍କାର କାଠ ପୋଡି ନଷ୍ଟ ।
ତେବେ ଅଗ୍ନିକାଣ୍ଡର କାରଣ କଣ ଅସ୍ପଷ୍ଟ ରହିଛି । ପାଖରେ ଜନବସତି ଓ ମେଡିକାଲ କ୍ଲିନିକ୍ ଥିବାରୁ ଭୟରେ ସ୍ଥାନୀୟ ବାସିନ୍ଦା । ଖବର ପାଇ ଘଟଣା ସ୍ଥଳରେ ଦମକଳ ବାହିନୀ ସ୍ଥାନୀୟ ଲୋକଙ୍କ ସହାୟତାରେ ନିଆଁକୁ ଆୟତ୍ତ କରିବା ପାଇଁ ଚଳାଇଛି ଉଦ୍ୟମ ।
Related Posts
ଜଗତସିଂହପୁର ପୋଲିସର ମାରାଥନ ଚଢାଉ, ଗିରଫ ହେଲେ ୭ ଡକାୟତ
6 February 2023