previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ବ୍ରିଜରେ ଧକ୍କା ଦେଇ ଜଳିଗଲା ବସ୍‌, କିଛି ଯାତ୍ରୀ ଆହତ

4/07/2022 at 8:04 AM

ଭୁବନେଶ୍ୱର ୦୪।୦୭ :  ବ୍ରିଜରେ ଧକ୍କା ଦେବା ପରେ ଜଳିଗଲା ବସ୍ । ଭୁବନେଶ୍ୱର ବରମୁଣ୍ଡା ତପୋବନ ସ୍କୁଲ ନିକଟ ବ୍ରିଜରେ ଧକ୍କା ହେବା ପରେ ଜଳିଯାଇଛି ଏକ ବସ୍। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି ।

ଖବର ଅନୁଯାୟୀ, ଫୁଲବାଣୀରୁ ଭୁବନେଶ୍ବର ଆସୁଥିଲା ଏହି ଯାତ୍ରା ବସ୍ । ହଠାତ୍‌ ବ୍ରିଜ୍‌ରେ ଧକ୍କା ଦେବାରେ ବସ୍‌ରେ ନିଆଁ ଲାଗିଯାଇଥିଲା । ତେବେ ବସ୍‌ ନିଆଁ ଲାଗିଥିବା ନେଇ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଏପିରିକି ବସ୍‌ରେ ଥିବା କିଛି ଯାତ୍ରୀଙ୍କୁ ତୁରନ୍ତ କାଚ ଭାଙ୍ଗି ବାହାରକୁ ବାହାର କରାଯାଇଥିଲା ।

ସେପଟେ ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । କିଛି ସମୟର ପରିଶ୍ରମ ପରେ ନିଆଁକୁ ସମ୍ପୂର୍ଣ୍ଣ ଲିଭାଯାଇଛି । ତେବେ ଏତେ ବଡ଼ ଅଘଟଣରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ। ବସଟି ସମ୍ପୂର୍ଣ ଜଳିପୋଡି ପାଉଁଶ ହୋଇଯାଇଛି।

   Related Posts