Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ଶୋଇଥିବା ବେଳେ ଲାଗିଗଲା ନିଆଁ, ଅଳ୍ପକେ ବର୍ତ୍ତିଲେ ପୁରା ପରିବାର

22/12/2021 at 7:48 AM

ଘଟଗାଁ ୨୨।୧୨: ଶୋଇଥିବା ଅବସ୍ଥାରେ ଲାଗିଲା ନିଆଁ । ଅଳ୍ପକେ ବର୍ତିଲେ ପରିବାର ଲୋକେ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର୍ ବ୍ଲକ୍ ଅନ୍ତର୍ଗତ ସତ୍ୟପାଳ ଗାଁ ଅଗ୍ନିକାଣ୍ଡ ।

ଖବର ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ଗାଁର ପର୍ଭାଶିଆ ଦାସଙ୍କ ପରିବାର ବର୍ଗ ଖାଇକି ଶୋଇଥିଲେ । ଘର ଭିତରେ ଶୋଇଥିବା ସମୟରେ କୌଣସି କାରଣରୁ ଘରେ ନିଆଁ ଲାଗିଯାଇଥିଲା । ସୌଭାଗ୍ୟବସତଃ ନିଆଁ ଲାଗିଥିବା ଜାଣିପାରି ସମସ୍ତେ ବାହାରକୁ ଦୌଡି ପଳେଇ ଆସିଥିଲେ । ପରେ ପରିବାର ଲୋକେ ନିଆଁକୁ ଆୟତ କରିବା ପାଇଁ ପ୍ରୟାସ କରିବା ସହିତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ ବିଭାଗ ଖବର ପାଇ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିବାରେ ସଫଳ ହୋଇଛି |

   Related Posts