oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

କାରଖାନା ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ବ୍ୟାପକ କ୍ଷୟକ୍ଷତି

3/03/2022 at 9:50 AM

ଝାରସୁଗୁଡ଼ା ୦୩।୦୩ : କାରଖାନାରେ ଭୟାବହ ଅଗ୍ନିକାଣ୍ଡ । ଝାରସୁଗୁଡା ଜିଲ୍ଲା ବେଲପାହାଡ ସ୍ଥିତ ଟିଆରଏଲ କ୍ରୋସାକି କାରଖାନାର ଡୋଲୋମାଇଣ୍ଟ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ଘଟିଛି l

ଖବର ଅନୁଯାୟୀ, ଗୁରୁବାର ସକାଳ ସମୟରେ କମ୍ପାନୀ କାରଖାନା ପ୍ଲାଣ୍ଟରେ ହଠାତ୍‌ ନିଆଁ ଲାଗିଯାଇଥିଲା । ଦେଖୁ ଦେଖୁ ନିଆଁ ବହୁତ ଜୋରରେ ବ୍ୟାପିବାରେ ଲାଗିଥିଲା । ତେବେ କିଛି ସମୟରେ କାରଖାନାରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଇଥିବା କମ୍ପାନୀ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଏହି ଅଗ୍ନିକାଣ୍ଡ ଯୋଗୁଁ କେତେ ପରିମାଣର କ୍ଷୟକ୍ଷତି ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ସେହିପରି କାରଖାନାରେ ନିଆଁ କିପରି ଲାଗିଲା । ସେନେଇ ମଧ୍ୟ କିଛି ସ୍ପଷ୍ଟ ସୂଚନା ହସ୍ତଗତ ହୋଇନାହିଁ ।

   Related Posts