previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ଓଡିଶା ୧ ନମ୍ବର ହୋଇଛି : କୃଷି ମନ୍ତ୍ରୀ

6/07/2022 at 11:38 AM

ଭୁବନେଶ୍ବର : ବିଧାନସଭା ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ । ବିଧାନସଭା ପ୍ରଶ୍ନକାଳରେ ଖୁସି ପ୍ରକାଶ କଲେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ । ସେ କହିଛନ୍ତି, ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ଓଡିଶା ୧ ନମ୍ବର ହୋଇଛି । ତେଣୁ ଆଜି ଗୋଟେ ଖୁସି ଦିନ ବୋଲି ରଣେନ୍ଦ୍ର କହିଛନ୍ତି । ଯେଭଳି କୋଭିଡ୍ ସମୟରେ କେହି ଭୋକିଲା ରହିବେନି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଥିଲେ । ମାଗଣାରେ ଚାଉଳ ଯୋଗାଇ ଦିଆଯାଇଥିଲା ବୋଲି ମନ୍ତ୍ରୀ କହିଛନ୍ତି ।

   Related Posts