oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଦୀର୍ଘ ୭ ବର୍ଷ ପରେ ଧରାପଡ଼ିଲା ଦୁଷ୍କର୍ମ ଅଭିଯୁକ୍ତ, ଗଣଦୁଷ୍କର୍ମ କରି ୨୦୧୪ରୁ ଥିଲା ଫେରାର

9/08/2021 at 9:45 PM

ପଟ୍ଟାମୁଣ୍ଡାଇ, ୦୯/୦୮: ଦୀର୍ଘ ୭ ବର୍ଷ ପରେ ଧରାପଡ଼ିଲା ଦୁଷ୍କର୍ମ ଅଭିଯୁକ୍ତ । କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଅଳପୁଆ ଗ୍ରାମରେ ୨୦୧୪ ମସିହାରେ ଜୈନିକ ନାବାଳିକାକୁ ଗଣ ଦୁଷ୍କର୍ମ କରି ଗର୍ଭବତୀ କରିବା ପରେ ଫେରାର ହୋଇ ଯାଇଥିଲା ମୁଖ୍ୟ ଅଭିଯୁକ୍ତ ଦୁଷ୍ମନ୍ତ ମହାନ୍ତି । ବହୁ ଚେଷ୍ଟା ପରେ ବାଙ୍ଗାଲୋରରୁ ପଟ୍ଟାମୁଣ୍ଡାଇ ପୋଲିସ ତାକୁ ଗିରଫ କରିଥିବା ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ରାପଡା ଏସ୍ପି ସୂଚନା ଦେଇଛନ୍ତି ।

ଜୈନିକ ନାବାଳିକାକୁ ଗଣ ଦୁଷ୍କର୍ମ କରି ଗର୍ଭବତୀ କରିବା ପରେ ଫେରାର ହୋଇ ଯାଇଥିଲା ଅଭିଯୁକ୍ତ । ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ନାକେଦମ ହେବା ପରେ ପାଖା ପାଖି ୭ ବର୍ଷ ପରେ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି ପୋଲିସ । ଏବେ କେନ୍ଦ୍ରାପଡା ପୋଲିସ ଦ୍ୱାରା ସମସ୍ତ ପୁରୁଣା କେଶର ଅଭିଯୁକ୍ତକୁ ଧରିବା ପାଇଁ ସ୍ୱତନ୍ତ୍ର ଅଭିଯାନ ଜାରି ରହିଥିବା ବେଳେ ଦୁଷ୍କର୍ମ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଏସ୍‌ପି ସନ୍ଦିପ ସଂପଦ ମଦକର ସୂଚନା ଦେଇଛନ୍ତି ।

   Related Posts