ଭାରତର ଏୟାର୍ ଷ୍ଟାଇକରେ ୯୦ ଆତଙ୍କବାଦୀ ନିପାତ, PAK ଓ PoKରେ ଜୈଶ-ଲସ୍କର ଓ ହିଜବୁଲ ଆଡ୍ଡା ଧ୍ୱଂସ

Published By : Prameya-News7 Bureau | May 07, 2025 IST

ନୂଆଦିଲ୍ଲୀ ୦୭/୦୫: ମଝି ରାତିରେ ‘ଅପରେସନ ସିନ୍ଦୂର’ । ପହଲଗାମ ବଦ୍‌ଲା ନେଇଛି ଭାରତୀୟ ସେନା । ପାକ୍ ଅଧିକୃତ କାଶ୍ମୀର PoK ର ୯ଟି ଆତଙ୍କୀ ଶିବିର ଉପରେ ଆରମ୍ଭ ହୋଇଛି ଆକ୍ରମଣ । ଭାରତୀୟ ସେନାର ସୂଚନା ଅନୁସାରେ, ପାକିସ୍ତାନ ସେନାର କୌଣସି ଶିବିର ଉପରେ ଆକମ୍ରଣ କରାଯାଇ ନାହିଁ । 

ପହଲଗାମ ଆତଙ୍କବାଦୀ ଆକ୍ରମଣ ବିରୋଧରେ ଭାରତ ନେଲା ପଦକ୍ଷେପ । ପାକିସ୍ତାନ ଉପରେ ଆରମ୍ଭ କରିଛି ଭାରତ ସିନ୍ଦୁରର ବଦଲା ଅପେରସନ ସିନ୍ଦୁର ରେ ନେଇଛି ଭାରତ । ପ୍ରତିବଦଳରେ ପାକିସ୍ତାନ ଜବାବ ଦେବ ନେଇ ସୁଚନନା ମଧ୍ୟ ଦେଇଛି, ପାକିସ୍ତାନ ଆତଙ୍କୀ ଶିବିର ଉପରେ ମିସାଇଲ ଆଟାକ କରିଛି ଭାରତ ବର୍ତ୍ତମାନର ପ୍ରାଥମିକ ସୁଚନା ଆତଙ୍କୀ ଏବେ ସୁଦ୍ଧା ୯୦ ଜଣ ନିପାତ ହୋଇଛନ୍ତି । 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.