ଭୁବନେଶ୍ୱର ୨୦।୦୪: ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ । କଟକ ସ୍ଥିତ CRRI କ୍ୟାମ୍ପସ ମଧ୍ୟରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ମଧ୍ୟ ଉପସ୍ଥିତ ରହିଥିଲେ । ପୂଜାର୍ଚ୍ଚନା, ହୋମଯଜ୍ଞ ପରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ପାରମ୍ପରିକ ରୀତିନୀତି ଅନୁସାରେ, ପ୍ରଥମେ ହୋମଯଜ୍ଞର ଆୟୋଜନ କରାଯାଇଥିଲା । ହୋମଯଜ୍ଞ ପରେ ଅକ୍ଷିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ରାଜ୍ୟର ଚାଷୀଙ୍କୁ ସିଏମ୍ କିଷାନ ସହାୟତା ରାଶି ବି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ। ଏଥି ସହିତ ମୁଖ୍ୟମନ୍ତ୍ରୀ ‘କୃଷି ରଥ’ ଏବଂ ‘ସିଡ୍ସ ଅନ ହ୍ବିଲ୍ସ’ର ଶୁଭାରମ୍ଭ କରିବେ ।

Watch Video:-

​​​​​​​