ଆଗରୁ ରଖିଥିଲେ ରାଗ ! ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କଲେ ଚାରିଜଣ
7/09/2022 at 2:44 PM
ବ୍ରହ୍ମପୁର ୦୭।୦୯ : ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ଆଲୁ ମହାରଣା ନାମକ ଯୁବକ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, ବ୍ରହ୍ମପୁର ବିଜିପୁର ନିକଟରେ ୪ଜଣରୁ ଅଧିକ ଯୁବକ ଆଲୁ ମହାରଣାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଆକ୍ରମଣ ହୋଇଥିବା ସୂଚନା । ତେବେ ପୋଲିସ ଘଟଣାସ୍ଥଳରୁ ତଦନ୍ତ ଜାରି ରଖିଛି ।
Related Posts
କୋରାପୁଟରେ ଚାଞ୍ଚଲ୍ୟ, ଗଳା କାଟି ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ
6 February 2023