ସ୍କୁୁଟିରେ ଘରକୁ ଫେରୁଥିଲେ ସରପଞ୍ଚ, ଅଧାରାସ୍ତାରେ ୮ ଦୁର୍ବୃତ୍ତ କଲେ ଆକ୍ରମଣ
5/09/2022 at 8:36 AM

ସୋର ୦୫।୦୯: ସରପଞ୍ଚଙ୍କୁ ସଂଘବଦ୍ଧ ଆକ୍ରମଣ। ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି ବାଲେଶ୍ବର ବାହାନଗା ବ୍ଲକ ନୂଆପୁର ସରପଞ୍ଚ ଅଟଳ ବିହାରୀ ରାଉତ। ରାତିରେ ସେ ସ୍କୁଟିରେ ଘରକୁ ଫେରୁଥିବା ବେଳେ ୮ରୁ ଅଧିକ ଦୁର୍ବୃତ୍ତ ତାଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ। ଅଟଳ ବିହାରୀ ରାଉତଙ୍କ ମୁଣ୍ଡ ଏବଂ କାନ୍ଧରେ ଗଭୀର ଆଘାତ ଲାଗିଛି । ତାଙ୍କୁ ପ୍ରଥମେ ଗୋପାଳପୁର ଡାକ୍ତରଖାନା ଏବଂ ପରେ ବାଲେଶ୍ୱର ସଦର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
Related Posts
ବୁଦ୍ଧଖୋଲ ମହୋତ୍ସବ ଉଦଯାପିତ; ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ
30 January 2023
ବିଦ୍ୟୁତ୍ ଆଘାତରେ ରାଜମିସ୍ତ୍ରୀଙ୍କ ମୃତ୍ୟୁ
30 January 2023
ନୀଳଗିରି ରାସ୍ତାରେ ବୁଲୁଛି ଭାଲୁ; ଭୟଭୀତ ସ୍ଥାନୀୟ ଲୋକେ
30 January 2023