oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଜାଲିଆତି ପ୍ରମାଣପତ୍ରରେ ଚାକିରି ହାତେଇଛନ୍ତି ଦୃଷ୍ଟି ବାଧିତ ବିଦ୍ୟାଳୟ କର୍ମଚାରୀ, ଅଭିଯୋଗ ଆଣିଲେ ଭିନ୍ନକ୍ଷମ

4/04/2022 at 4:45 PM

ଭଦ୍ରକ, ୦୪/୦୪: ଦୃଷ୍ଟି ବାଧିତଙ୍କ ବିଦ୍ୟାଳୟରେ ଜାଲ ପ୍ରମାଣପତ୍ରରେ ଚାକିରୀ ଅଭିଯୋଗ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ କରିଛନ୍ତି ଦୃଷ୍ଟି ବାଧିତ । ଅଭିଯୋଗ ଅନୁଯାୟୀ ଭଦ୍ରକ ଜିଲ୍ଲା ବେତରା ସ୍ଥିତ ଦୃଷ୍ଟିହୀନ ବିଦ୍ୟାଳୟରେ ୩ ଜଣ କର୍ମଚାରୀ ଜାଲ ପ୍ରମାଣପତ୍ର ଦେଇ ଚାକିରି ହାତେଇ ଥିବା ଅଭିଯୋଗ ହୋଇଥିଲା । କିନ୍ତୁ ତଦନ୍ତ ପ୍ରକ୍ରିୟାରେ ଢିଲା ଓ ଅନିୟମିତତା ହୋଇଥିବା ଅଭିଯୋଗ କରିଛନ୍ତି ଦୃଷ୍ଟି ବାଧିତ ଛାତ୍ର ।

ଗତ ଜାନୁଆରୀ ମାସରେ ତଦନ୍ତ ହୋଇଛି ଓ ଦରମା ବନ୍ଦ ମଧ୍ୟ ହୋଇଥିଲା । କିନ୍ତୁ କିଛି ଦିନ ପରେ ପୁଣି ଦରମା ମିଳିଛି ବୋଲି ସେମାନେ ଅଭିଯୋଗ କରିଛନ୍ତି । ତେବେ ଆସନ୍ତା ୭ ଦିନ ମଧ୍ୟରେ କୌଣସି କାର୍ଯ୍ୟାନୁଷ୍ଠାନ ନହେଲେ ଅଭିଯୋଗକାରୀ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ କରିବେ ବୋଲି କହିଛନ୍ତି ।

   Related Posts