LIVE TV
LIVE TV

ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା, ଡିସେମ୍ବର ୧୫ସୁଦ୍ଧା ଆଡମିଟ୍ କାର୍ଡ

NEWS7
alluring-commitments-in-election-campaign-by-bjp

ଭୁବନେଶ୍ବର ୩।୧୨: ଆସନ୍ତା ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରୀ ୧୮ ତାରିଖରୁ ମାର୍ଚ୍ଚ ୨୧ ତାରିଖ ଯାଏଁ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହେବ । ପରୀକ୍ଷା ତାରିଖ ଘୋଷଣା କଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ।

ମୋଟ୍ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ମୋଟ୍ ୧୩୫୦ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । ଡିସେମ୍ବର ୧୫ ତାରିଖ ସୁଦ୍ଧା ଆଡମିଟ୍ କାର୍ଡ ପ୍ରଦାନ କରାଯିବ । ୨୧୦ଟି ହବ୍ AI କ୍ୟାମେରା ନଜରରେ ରହିବ ।