oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ ୪ ରୋଗୀ

15/10/2020 at 9:19 AM

ଜଳେଶ୍ବର ୧୫।୧୦: ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ୬୦ନଂ ଜାତୀୟ ରାଜପଥ ନଳବାହାରଠାରେ ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ । ଅଳ୍ପକେ ବର୍ତ୍ତିଲେ ୪ ରୋଗୀ । ବୁଧବାର ଦିନ ପଶ୍ଚିମବଙ୍ଗରୁ କଟକ ଯାଉଥିବା ଆମ୍ବୁଲାନ୍ସ ନଳବାହାରଠାରେ ଭାରସାମ୍ୟ ହରାଇ ଓଲଟି ପଡିଥିବା ବେଳେ ସେଥିରେ ଚାରି ଜଣ ରୋଗୀ ଥିଲେ ।

ତେବେ ସ୍ଥାନୀୟ ଲୋକମାନଙ୍କ ସହାୟତାରେ ସମସ୍ତଙ୍କୁ ଗାଡ଼ି ଭିତରୁ ବାହାର କରାଯାଇଥିବା ବେଳେ ସମସ୍ତେ ସୁସ୍ଥ ରହିଥିବା ଜଣାପଡିଛି । ତେବେ ବେପରୁଆ ଗାଡି ଚାଳନା ଯୋଗୁଁ ଏପରି ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts