ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ

8/02/2023 at 11:55 AM

ଭୁବନେଶ୍ୱର ୦୮/୦୨: ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଫେବୃୟାରୀ ୨୩ରେ ସେ ଓଡ଼ିଶା ଗସ୍ତରେ ଆସିବେ । ଢ଼େଙ୍କନାଳରେ ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ ଶାହା । ଏହାସହ ଅନ୍ୟାନ୍ୟ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଥାଉକି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ । ଏଥିପାଇଁ କମିସନରେଟ ପୁଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ । ଗୃହମନ୍ତ୍ରୀଙ୍କ ଗସ୍ତ ଲାଗି ସ୍ୱତନ୍ତ୍ର ପୁଲିସ ଫୋର୍ସ ମୁତୟନ ରହିବେ । ଅମିତ ଶାହାଙ୍କ କାରକେଡରେ ରହିବ ଏକାଧିକ ଗାଡ଼ି । ଏଥିରେ ଅଗ୍ନିଶମ ବିଭାଗ ଓ ଆମ୍ବୁଲାନ୍ସ ଗାଡ଼ି ଓ ଜାମର ରହିବ ।

   Related Posts