AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ଅମିତ ଶାହାଙ୍କୁ ସ୍ୱାଇନ୍ ଫ୍ଲୁ, ଆସନ୍ତା ୧୮ରେ ଆସିବେନି ଓଡ଼ିଶା

16/01/2019 at 10:21 PM

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହା ସ୍ୱାଇନ୍ ଫ୍ଲୁରେ ପୀଡ଼ିତ । ନିଜେ ଅମିତ୍ ଶାହା ଏହା ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତାଙ୍କର ଚିକିତ୍ସା ଜାରି ରହିଥିବା ସୂଚନା ଦେଇଛନ୍ତି । ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଲୋକଙ୍କ ଭଲ ପାଇବା ତାଙ୍କୁ ଶୀଘ୍ର ସୁସ୍ଥ କରିବ ବୋଲି ସେ ଆଶା ରଖିଛନ୍ତି । ଆସନ୍ତା ୧୮ ତାରିଖରେ ତାଙ୍କର ଓଡ଼ିଶାଗସ୍ତକୁ ସ୍ଥଗିତ ଅଛି ବୋଲି ବିଜେପି ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts