ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

ଅଜଣା ଗାଡ଼ି ଧକ୍କାରେ ବୃଦ୍ଧ ମୃତ, ଫେରାର୍‌ ହେଲା ଡ୍ରାଇଭର, ପୋଲିସ୍‌ର ତଦନ୍ତ ଜାରି

10/03/2023 at 10:28 PM

କରଞ୍ଜିଆ, ୧୦/୦୩: ଅଜଣା ଗାଡ଼ି ଧକ୍କାରେ ବୃଦ୍ଧ ମୃତ। ଯଶୀପୁର-ରରୁଆଁ ରୋଡ ମୌଦି ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଏଥିରେ ଜଣେ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଦେଅଳା ଗ୍ରାମର ଧରଣୀଧର ମହାନ୍ ବୋଲି ଜଣାପଡ଼ିଛି। ସେ ମୌଦି ଗାଆଁରୁ କାମ ସାରି ନିଜ ଘରକୁ ଫେରୁଥିବା ସମୟରେ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇଥିବା ଗାଡ଼ି ଫେରାର, ଘଟଣା ସ୍ଥଳରେ ଯଶୀପୁର ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି।

   Related Posts