previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ଅଷ୍ଟମ ଦିନରେ ଅଲାରନାଥଙ୍କ ଅନବସର ଦର୍ଶନ, ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

22/06/2022 at 8:26 AM

ବ୍ରହ୍ମଗିରି ୨୨/୦୬: ଅଷ୍ଟମ ଦିନରେ ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ । ଆଉ ୬ ଦିନ ରହିଲା ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ । ବ୍ରହ୍ମଗିରିର ଅଲାରନାଥ ପୀଠ ରେ ଶଙ୍ଖ ଚକ୍ର ଗଦା ପଦ୍ମ ଧାରୀ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳ ।

ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କୁ ସୁସ୍ଥ କରିବାପାଇଁ ଦଇତା ସେବାୟତ ମାନେ ଲାଗିପଡିଛନ୍ତି । ତେଣୁ ଭକ୍ତମାନେ ପଟିଦିଅଁ ରୂପରେ ଦର୍ଶନ କରୁଛନ୍ତି । ଜଗନ୍ନାଥ ଦର୍ଶନ ନ ପାଇ ଖିରି ଖିଆ ଠାକୁର ଅଲାରନାଥଙ୍କୁ ଦର୍ଶନ କରି ସମଫଳ ପାଇବାର ବିଶ୍ୱାସ ନେଇ ଭକ୍ତ ଛୁଟି ଆସୁଛନ୍ତି ବ୍ରହ୍ମଗିରିକୁ ।

ଆଜି ଭୋର ୪ଟାରେ ମହାପ୍ରଭୁଙ୍କ ଦ୍ୱାର ଫିଟା ଯାଇ ୪.୧୫ରେ ମଙ୍ଗଳ ଆଳତୀ ହୋଇଥିଲା । ତାପରେ ତଡପଲାଗି, ଅବକାଶ, ବେଶ ଏବଂ ଗୋପାଳବଲ୍ଲଭ ସରିବା ପରେ ସକାଳ ୬ ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି ।

   Related Posts