AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଲ୍ଲିକୋଟ: ବସ୍‌ କର୍ମଚାରୀ ଭୁଲିଗଲେ ମାନବିକତା, ଅଧାରାସ୍ତାରେ ଛାଡି ଚାଲିଗଲେ ମୃତଦେହ
  • ||
  • ଦାରିଙ୍ଗବାଡି: ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ
  • ||
  • ପାଟଣା: ପୋଖରୀ ଭିତରକୁ ପଶିଲା ତେଲ ଟ୍ୟାଙ୍କର, ଭାରସାମ୍ୟ ହରାଇ ଓଲଟିପଡିଲା
  • ||

ଅଟୋ ରିକ୍ସା-ମିନି ଟ୍ରକ ମୁହାଁମୁହିଁ ଧକ୍କା, ୬ ମୃତ

10/02/2020 at 11:49 AM

ଗୁଣ୍ଟୁର ୧୦।୦୨: ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲ୍ଲା ଫିରଙ୍ଗପୁରମ୍ ମଣ୍ଡଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ସୋମବାର ଦିନ ରିପୁଡି ଗାଁ ନିକଟରେ ଭୟାନକ ସଡକ ଦୁର୍ଘଟଣା ଘଟିଛି । ଏକ ଅଟୋ ରିକ୍ସା ଓ ମିନି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

   Related Posts