ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଫିଲ୍ମରେ ଆକ୍ସନ ସିନ୍ ଶୁଟିଂ କଲା ବେଳେ ଆହତ ହେଲେ ଅକ୍ଷୟ କୁମାର
  • ||
  • ଅମ୍ରିତପାଲକୁ ଘରେ ଲୁଚାଇ ରଖିଥିବା ମହିଳା ବଲଜିତ କୌର ହରିଆଣାରୁ ଗିରଫ, ବଲଜିତ କହିଲା, ପଗଡ଼ି ପିନ୍ଧୁନି ଅମ୍ରିତପାଲ, ବଦଳାଇଛି ରୂପ
  • ||
  • ସିବିଆଇ ତଦନ୍ତ ପାଇଁ ୯ ରାଜ୍ୟ ପ୍ରତ୍ୟାହାର କରିଛନ୍ତି ଜେନେରାଲ୍ କନସେଣ୍ଟ: ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହଙ୍କ ସୂଚନା
  • ||
  • ଦିଲ୍ଲୀ ହିଂସା ୨୦୨୦: ଆପ୍‌ ନେତା ତାହିର ହୁସେନ୍‌ଙ୍କ ସମେତ ୧୦ ଜଣଙ୍କ ନାଁରେ ଅଭିଯୋଗ ସ୍ଥିର କଲେ କୋର୍ଟ
  • ||
  • ନୂଆଦିଲ୍ଲୀ: ମହାରାଷ୍ଟ୍ର, ଗୁଜରାଟ, କେରଳ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ, ହିମାଚଳ ପ୍ରଦେଶ ଏବଂ ରାଜସ୍ଥାନରେ ସବୁଠୁ ଅଧିକ କରୋନା ମାମଲା ଚିହ୍ନଟ ହେଉଛି
  • ||
  • ନୂଆଦିଲ୍ଲୀ:‘କରୋନା ଏବେ ବି ଶେଷ ହୋଇ ନାହିଁ’, ଦେଶର ୮ ରାଜ୍ୟରେ ଚିହ୍ନଟ ହେଉଛି ଅଧିକ ମାମଲା ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
  • ||
  • ରାଉରକେଲା : ଡିଭାଇଡର୍‌ରେ ପିଟିହେଲା ବାଇକ୍, ୨ ଯୁବକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ତୃଣମୂଳସ୍ତରରୁ ସଙ୍ଗଠନକୁ ସୁଦୃଢ଼ କରିବା ସହ ବିଜେଡ଼ିର ବିକଳ୍ପ ହେବ ଦଳ : ସମୀର ମହାନ୍ତି
  • ||
  • ନୂଆପଡା : ନୂଆପଡାରେ ଥମୁନି ବାଘ ଆତଙ୍କ, ବାଛୁରୀକୁ ମାରି ଖାଇଲା କଲରାପତରିଆ
  • ||
  • ଭୁବନେଶ୍ବର : ସ୍ପେଶାଲ ସ୍କ୍ବାଡ୍ ପଞ୍ଝାରେ ୩ ଡକାୟତ, ଘରେ କେହି ନଥିବା ବେଳେ କରୁଥିଲେ ଲୁଟ୍
  • ||

”ଏବେ ଛାତ୍ରୀମାନଙ୍କର ନେତୃତ୍ୱ ନେବାର ସମୟ ଆସିଛି”; ଛତ୍ରପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

12/03/2023 at 10:00 PM

ଖଲ୍ଲିକୋଟ ୧୨/୦୩: ଛତ୍ରପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟର ୨୫ ତମ ବାର୍ଷିକ ଉତ୍ସବ ସଂସ୍କୃତି ଭବନ ପରିସରରେ ମହାସମାରୋହରେ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସାଂସଦ ଚନ୍ଦ୍ର ଶେଖର ସାହୁ  ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇଥିଲେ। ସେହିପରି ସମ୍ମାନୀତ ଅତିଥିଭାବେ ସମାଜସେବୀ ପ୍ରଫୁଲ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଅବସରରେ ଚଳିତବର୍ଷ ବିଭିନ୍ନ ପ୍ରତିଯୋଗିତାରେ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀ ଚମ୍ପିୟାନ ହୋଇଥିବା ବେଳେ ଅନ୍ୟ କୃତି ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଛି

ଏହି ଅବସରରେ କଲେଜ୍‌ର ଅତିରିକ୍ତ ଶ୍ରେଣୀ ଗୃହ ପାଇଁ ବିଧାୟକ ଓ ସାଂସଦ ଉଭୟ ୧୦ ଲକ୍ଷ ଟଙ୍କାର ଅନୁଦାନ ଦେବେ ବୋଲି ଘୋଷଣା କରିଥିଲେ। କଲେଜର ଅଧ୍ୟକ୍ଷା ଡକ୍ଟର ସୁମିତା ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଅଧ୍ୟାପିକା କବିତା ସାହୁ ମଞ୍ଚ ପରିଚାଳନା କରିଥିଲେ। ଶେଷରେ କଲେଜର ଛାତ୍ରୀମାନଙ୍କ ଦ୍ୱାରା  ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପିକା ଡକ୍ଟର ଯାଜ୍ଞସେନୀ ପାଣିଗ୍ରାହି, ଦୀପ୍ତି ନନ୍ଦ, ଅଞ୍ଜଳି ସେଠୀ, ସନ୍ତୋଷ କୁମାର ବିଷୋଇ, ଏମ୍‌.ଜନାର୍ଦ୍ଦନ ରାଓ, ପି. ନାଗାମା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

   Related Posts