oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୨୪୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

25/01/2022 at 7:31 PM

ଭୁବନେଶ୍ବର /୦୧ : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ୍‌ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ମଙ୍ଗଳବାର ରାଜ୍ୟରେ ପୁଣି ୧୦ ହଜାର ପାର୍‌ କରିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ୧୦,୨୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୧ ଲକ୍ଷ ୪୨ ହଜାର ୧୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୩୮୦ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୧୨୧୯ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥ ହାର ଏକ ହଜାର ତଳେ ରହିଛି ।

   Related Posts