ଭୁବନେଶ୍ବର ୧୪/୦୩ : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍ ସଂକ୍ରମଣ ଗ୍ରାଫ୍ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୨ ଲକ୍ଷ ୭୬ ହଜାର ୭୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତି ଏବଂ ଗଜପତିରୁ ସର୍ବାଧିକ ୨୪ ଜଣ ସୁସ୍ଥ ହୋଇଛନ୍ତି ।
wp:embed {"url":"https://twitter.com/HFWOdisha/status/1503355864471650305","type":"rich","providerNameSlug":"twitter","responsive":true} /wp:embedଶାହ ଫୁଙ୍କିଲେ ରଣତୂରୀ, ସୋନପୁରକୁ ପ୍ରଥମେ କାହିଁକି ବ...