oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ରାଜ୍ୟରେ ସୋମବାର ଡିସଚାର୍ଜ ହେଲେ ୧୦୭ କରୋନା ଆକ୍ରାନ୍ତ

14/03/2022 at 7:08 PM

ଭୁବନେଶ୍ବର ୧୪/୦୩ : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ୍‌ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୨ ଲକ୍ଷ ୭୬ ହଜାର ୭୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତି ଏବଂ ଗଜପତିରୁ ସର୍ବାଧିକ ୨୪ ଜଣ ସୁସ୍ଥ ହୋଇଛନ୍ତି ।

   Related Posts