oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୦୯୫ କରୋନା ଆକ୍ରାନ୍ତ

1/06/2021 at 8:00 PM

ଭୁବନେଶ୍ବର ୦୬/ ୦୧ : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧,୦୯୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୬ ଲକ୍ଷ ୯୨ ହଜାର ୨୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୮୫୯ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ୮୭୩୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ଲକ୍ଷ ୭୩ ହଜାର ୭୩୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୯୨ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୮୯୯୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬ ଲକ୍ଷ ୮୦ ହଜାର ୯୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୮୩୫୩୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts