oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪ ଓମିକ୍ରନ୍ ସଂକ୍ରମିତ, ୭୫ରେ ପହଞ୍ଚିଲା ମୋଟ୍ ସଂଖ୍ୟା

8/01/2022 at 3:36 PM

ଭୁବନେଶ୍ବର ୮।୧: ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪ ନୂଆ ଓମିକ୍ରନ୍ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୫କୁ ବୃଦ୍ଧି ପାଇଛି । ଆଉ ୧୪ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିବା ବେଳେ ୮ ତାରିଖରେ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୬୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୬୬୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୯୭୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୦୩୪୪୬୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts