oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

30/12/2021 at 9:36 PM

ଭୁବନେଶ୍ବର ୩୦/୧୨ : ରାଜ୍ୟରେ ସୁସ୍ଥହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଗୁରୁବାର ସୁସ୍ଥ ହୋଇଛନ୍ତି ଆଉ ୧୫୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୪ ହଜାର ୫୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୯ ଜଣ ରହିଛନ୍ତି ।

   Related Posts