oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୨୫ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

7/08/2021 at 8:46 PM

ଭୁବନେଶ୍ବର ୦୭/୦୮ : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୨୫ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୬୮ ହଜାର ୪୫୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୯୮ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୫୮୨୭ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୩୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୧୨୪୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୪୯୧୪୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts