oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୭ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

27/12/2021 at 7:39 PM

ଭୁବନେଶ୍ବର ୨୭/୧୨ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ସୋମବାର ସୁସ୍ଥ ହୋଇଛନ୍ତି ଆଉ ୧୬୭ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୪ ହଜାର ୦୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୮ ଜଣ ରହିଛନ୍ତି ।

   Related Posts