Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

13/12/2021 at 6:43 PM

ଭୁବନେଶ୍ବର ୧୩/୧୨ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ସୋମବାର ସୁସ୍ଥ ହୋଇଛନ୍ତି ଆଉ ୧୭୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୧ ହଜାର ୫୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୯ ଜଣ ରହିଛନ୍ତି ।

   Related Posts