oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ଭଞ୍ଜବିହାର କ୍ୟାମ୍ପସ୍‌ରେ ବାଘ ! ଭୟଭୀତ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକେ, ବନ ବିଭାଗର ପାଟ୍ରୋଲିଂ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୨ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ
  • ||
  • ୫ ଦୋକାନ ଉପରେ ଚଢିଗଲା ସାର ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୧୪ କର୍ମଚାରୀ
  • ||
  • ପୂଜାରେ ଭିଜିବ ପାର୍ବଣ, ଲଘୁଚାପ ପ୍ରଭାବରେ ୨୬ରୁ ୨୯ ଯାଏ ନିର୍ଦ୍ଧୁମ ଛେଚିବ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୨ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

23/12/2021 at 5:56 PM

ଭୁବନେଶ୍ବର ୨୩/୧୨ : ରାଜ୍ୟରେ ସୁସ୍ଥ ହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଗୁରୁବାର ସୁସ୍ଥ ହୋଇଛନ୍ତି ଆଉ ୧୭୨ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୩ ହଜାର ୩୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୩ ଜଣ ରହିଛନ୍ତି ।

   Related Posts