ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

Published By : Prameya-News7 Bureau | December 31, 2021 IST

ଭୁବନେଶ୍ବର ୩୧/୧୨ : ରାଜ୍ୟରେ ସୁସ୍ଥହାର ଲଗାତାର ଭାବେ ବୃଦ୍ଧିପାଇବାରେ ଲାଗିଛି । ଏହି କ୍ରମରେ ଶୁକ୍ରବାର ସୁସ୍ଥ ହୋଇଛନ୍ତି ଆଉ ୨୦୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୪୪ ହଜାର ୮୦୩ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୬ ଜଣ ରହିଛନ୍ତି ।

wp:embed {"url":"https://twitter.com/HFWOdisha/status/1476885387423399962","type":"rich","providerNameSlug":"twitter","responsive":true}
https://twitter.com/HFWOdisha/status/1476885387423399962
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.