oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

25/07/2021 at 7:34 PM

ଭୁବନେଶ୍ବର ୨୫/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୦୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୪୫ ହଜାର ୧୭୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୩୨ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୭୫୪୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୭୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୧୮୯୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୫ ହଜାର ୧୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୮୧୬୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts