oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ରାଜ୍ୟରେ ମଙ୍ଗଳବାର ଡିସଚାର୍ଜ ହେଲେ ୩୧୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ

1/03/2022 at 8:32 PM

ଭୁବନେଶ୍ବର ୦୧/୦୩ : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ୍‌ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ମଙ୍ଗଳବାର ରାଜ୍ୟରେ ୩୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୨ ଲକ୍ଷ ୭୪ ହଜାର ୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୨ ଜଣ ସୁସ୍ଥ ହୋଇଛନ୍ତି ।

   Related Posts