ରାଜ୍ୟରେ ରବିବାର ଡିସଚାର୍ଜ ହେଲେ ୩୧୪ କରୋନା ଆକ୍ରାନ୍ତ, ଅନୁଗୁଳୁରୁ ସର୍ବାଧିକ ସୁସ୍ଥ

Published By : Prameya-News7 Bureau | March 06, 2022 IST

ଭୁବନେଶ୍ବର ୦୬/୦୩ : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ୍‌ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ରବିବାର ରାଜ୍ୟରେ ୩୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୨ ଲକ୍ଷ ୭୫ ହଜାର ୫୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ସର୍ବାଧିକ ୬୦ ଜଣ ସୁସ୍ଥ ହୋଇଛନ୍ତି ।

wp:embed {"url":"https://twitter.com/HFWOdisha/status/1500449957278470145","type":"rich","providerNameSlug":"twitter","responsive":true}
https://twitter.com/HFWOdisha/status/1500449957278470145
/wp:embed wp:embed {"url":"https://twitter.com/HFWOdisha/status/1500449960197718020","type":"rich","providerNameSlug":"twitter","responsive":true}
https://twitter.com/HFWOdisha/status/1500449960197718020
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.