ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୪୮୬ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୫୪୧ ଡିସଚାର୍ଜ

24/06/2021 at 9:00 PM

ଭୁବନେଶ୍ବର୨୪/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୮୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୫୬ ହଜାର ୪୯୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୪୧ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୦୫୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୫୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୩୩୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୫୬ ହଜାର ୪୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୩୫୩୧୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts