oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୩୬୮୨ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୪୪୬ ଡିସଚାର୍ଜ

26/06/2021 at 8:04 PM

ଭୁବନେଶ୍ବର୨୬/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୮୨ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୬୩ ହଜାର ୮୨୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୪୬ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୭୦୬୨ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୨୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।  ୩୩୦୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୬୩ ହଜାର ୮୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୪୮୬୦୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts